ଓଡିଶା

ରାଜ୍ୟରେ ବଢିବ ଶୀତର ପ୍ରକୋପ, ଦାରିଙ୍ଗବାଡ଼ିରେ ୭.୫ ଡିଗ୍ରି

ଆସନ୍ତା ୫ ଦିନ ଧରି ରାଜ୍ୟର ପାଗ ଶୁଖିଲା ରହିବା ସହିତ ବଢିବ ଶୀତର ପ୍ରକୋପ । ଏହି ସମୟରେ ଉତ୍ତର-ପଶ୍ଚିମ ଓ ଉତ୍ତର ଦିଗରୁ ଓଡିଶାକୁ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବିତ ହେବ । ଏହାର ପ୍ରଭାବରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରା ୩ରୁ ୪ ଡିଗ୍ରି ଯାଏ ହ୍ରାସ ପାଇବାର ସମ୍ଭାବନା ରହିଛି । ସେହିପରି ୪ରୁ ୫ ଦିନ ପର୍ଯ୍ୟନ୍ତ ରାତିର ସ୍ବାଭାବିକ ତାପମାତ୍ରା ୨ରୁ ୩ ଡିଗ୍ରି […]