ଓଡିଶା

ଜଗତସିଂହପୁର ବ୍ଲକ କଂଗ୍ରେସ ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶିତ…

ଜଗତସିଂହପୁର : ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ କୁମାର ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଜଗତସିଂହପୁର ବ୍ଲକ କଂଗ୍ରେସ ସଭାପତି ଅଦ୍ଵୈତ ଚରଣ ଜେନାଙ୍କ ନେତୃତ୍ବରେ ଜଗତସିଂହପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକ, ବିପ୍ଳବ ଚୌଧୁରୀ, ନଗର କଂଗ୍ରେସ ସଭାପତି ଅଭୟ କୁମାର ମହାନ୍ତି, ଜିଲ୍ଲା ଯୁବ କଂଗ୍ରେସ ସଭାପତି […]

ଓଡିଶା

ବିଶ୍ୱନାଥ କଲ୍ୟାଣ ମଣ୍ଡପରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ବୈଠକ ଅନୁଷ୍ଠିତ

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ବିଶ୍ୱନାଥ କଲ୍ୟାଣ ମଣ୍ଡପରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର  ଆବାହକ ଏମ୍ ରବି କୁମାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସାଧାରଣ ସମ୍ପାଦକ ଦୀପକ କୁମାର ରାଉତ, ନରେଶ କୁମାର ସିଂ, ଅଜିତ କୁମାର ଚୌଧୁରୀ, ନିଳାଞ୍ଚଳ ମିଶ୍ର, ସଦାନନ୍ଦ ନାୟକ, ଏସ୍ ଡିଲେଶ୍ୱର ରାଓ, ଦେବରାଜ ଜେନା, ସିଏଚ୍ ସୁମନ୍ତ, ଶ୍ରବଣ କୁମାର, ଅମୂଲ୍ୟ ପାତ୍ର ପ୍ରମୁଖ ମଞ୍ଚାସିନ […]