ଓଡିଶା

ବନ୍ୟାଞ୍ଚଳ ପରିଦର୍ଶନ କରି ଲୋକଙ୍କ ସମସ୍ୟା ବୁଝିଲେ ପିସିସି ସଭାପତି

ବାଲେଶ୍ବର: ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିବା ଫଳରେ ଏହାର ପ୍ରଭାବ ଭୋଗରାଇ ବ୍ଳକରେ ଦେକିବାକୁ ମିଳିଛି । ତଳିଆ ଅଞ୍ଚଳରେ ଥିବା ୨୧ ଟି ପଞ୍ଚାୟତର ୧୨୧ଟି ଗାଁର ପ୍ରାୟ ୭୦ ହଜାର ଲୋକ ବନ୍ୟା ଯୋଗୁଁ ପ୍ରଭାବିତ ହୋଇଛନ୍ତି । ଏନେଇ ପ୍ରାଶାସନିକ ଅଧିକାରୀ, ମନ୍ତ୍ରୀମାନେ ବନ୍ୟାଞ୍ଚଳ ପରିଦର୍ଶନ କରିବା ସହିତ ଲୋକଙ୍କ ସମସ୍ୟା ବୁଝି ବନ୍ୟା ପ୍ରପିଡିତାଙ୍କୁ ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ବଣ୍ଟନ କରିଛନ୍ତି । ଏ ନେଇ କଂଗ୍ରେସର ପସିସି ସଭାପତି […]

ଓଡିଶା

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷାଫଳ

ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ନିର୍ଦ୍ଧାରିତ ସମୟ ସୁଦ୍ଧା ରେଜଲ୍ଟ ବାହାରିବା ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି ବୋଲି କହିଛନ୍ତି ମନ୍ତ୍ରୀ । ସୂଚନା ଅନୁସାରେ ରାଜ୍ୟରେ ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ମେ ୧୨ତାରିଖରେ ସମସ୍ତ ପରୀକ୍ଷା ଶେଷ ହୋଇଥିଲା । […]

ଓଡିଶା

ନବୀନଙ୍କ ନୂଆ ମନ୍ତ୍ରୀ ମଣ୍ଡଳରେ ବିଦା ହେଲେ ୧୦, ସ୍ଥାନ ପାଇଲେ ନୂଆ ୭

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଆଜି ମୋଟ ୨୧ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି । ସେମାନଙ୍କ ମଧ୍ୟରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଥିବା ବେଳେ ୮ ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି । ଲୋକସେବା ଭବନର କନ୍‌ଭେନ୍‌ସନ୍ ସେଣ୍ଟରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଶପଥ ଗ୍ରହଣ କରିଥିବା କ୍ୟାବିନେଟ୍ ମନ୍ତ୍ରୀମାନେ ହେଲେ- ଜଗନ୍ନାଥ ସାରକା, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, […]