ନୀଳଗିରି କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ…
ନୀଳଗିରି : ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ରାଜ୍ୟର ୩୧୪ଟି ବ୍ଲକରେ ବିକ୍ଷୋଭ କରୁଛି କଂଗ୍ରେସ । ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବିଡିଓଙ୍କ ଜରିଆରେ ପ୍ରଦାନ କରଯାଇଛି । ନୀଳଗିରି କଂଗ୍ରେସ କର୍ମୀମାନେ ଜଗନ୍ନାଥ ମନ୍ଦିର ନିକଟରୁ ଶୋଭାଯାତ୍ରାରେ ବାହାରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲେ । ସେଠାରେ ଜନସାଧାରଣଙ୍କ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ସହ ବ୍ଲକରେ ହେଉଥିବା ପିସି କାରବାର ବନ୍ଦ କରିବା, […]