ଦୁର୍ନୀତିମୁକ୍ତ ସମାଜ ଗଢିବାକୁ ହେଲେ ସଚେତନ ରହିବା ଆବଶ୍ୟକ
ଗଜପତି: ଗଜପତିରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୨ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଯୋଗ ଦେଇ ସମସ୍ତଙ୍କୁ ସଚେତନତା କରାଇଥିଲେ । ଦେଶର ଆର୍ଥିକ, ରାଜନୈତିକ ଓ ସାମାଜିକ ଉନ୍ନତିରେ ଦୁର୍ନୀତି ବାଧକ ସାଜିଛି । ତେଣୁ ସମାଜର ପ୍ରତ୍ୟେକ ବର୍ଗ ଓ ଦୁର୍ନୀତିର ମୂଳୋତ୍ପଟନ ପାଇଁ ଆଗେଇ ଆସିବା ଉଚିତ ବୋଲି ଜିଲ୍ଲାପାଳ ଶ୍ରୀ ପଣ୍ଡା ମତପୋଷଣ କରିଥିଲେ । ଏହି ଅବସରରେ ସେ ଛାତ୍ରଛାତ୍ରୀଙ୍କୁ […]