ଭୁବନେଶ୍ବରରୁ ସିମ୍ ବକ୍ସ ଠାବ । ବଡ ଷଡଯନ୍ତ୍ରର ଆଭାସ !
ଭୁବନେଶ୍ୱରରୁ ସିମ୍ ବକ୍ସ ଜବତ ଘଟଣାରେ ରହିଛି ଇଣ୍ଟରନ୍ୟାସନାଲ୍ ଲିଙ୍କ । ପୋଲିସ କମିଶନର ସଞ୍ଜୀବ ପଣ୍ଡା ସିମ୍ ବକ୍ସ ଜବତ ଘଟଣାରେ ବାଂଲାଦେଶ ଲିଙ୍କ୍ ରହିଥିବା ସ୍ପଷ୍ଟ କରିଛନ୍ତି । ସିମ୍ ବକ୍ସ ବାଂଲାଦେଶ ସୀମା ଦେଇ ପଶ୍ଚିମବଙ୍ଗ ପରେ ଭୁବନେଶ୍ବରରେ ପହଞ୍ଚିଥିଲା । ଏହି ସିମ୍ ବକ୍ସ ଜରିଆରେ ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟ ଇତ୍ୟାଦି ଇଣ୍ଟରନ୍ୟାଶନାଲରୁ କଲକୁ ପରିବର୍ତ୍ତନ କରାଯାଇ ଭାରତ ଭିତରକୁ ଛଡ଼ା ଯାଉଥିଲା । ସାଇବର ଫ୍ରଡ୍, ଆତଙ୍କବାଦୀ ଓ ଅନ୍ୟାନ୍ୟ […]