କଟକ ଏସସିବି ମେଡିକାଲରେ ଭର୍ତ୍ତି ପଦ୍ମଶ୍ରୀ କମଳା ପୂଜାରୀ…
ବ୍ୟୁରୋ, (ଏଫ୍ଟୁଏସ୍) ୧ ୮/୦୭ : ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ତାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁବାର ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସ୍ସିବିର ମେଡିସିନ୍ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି । କିଡ୍ନୀ ଜନିତ ସମସ୍ୟା ସହ ଜ୍ବର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ । ଏସ୍ସିବି ମେଡିସିନ୍ ବିଭାଗର ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ […]