ଓଡିଶା ଟ୍ରେଣ୍ଟିଂ

ଓଡିଶାରେ ସ୍ଥଳଭାବ ଛୁଇଁବନି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ । ବାତ୍ୟା ପ୍ରସ୍ତୁତି ପାଇଁ ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ

ଓଡ଼ିଶାରେ ସ୍ଥଳଭାବ ଛୁଇଁବନି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ । ଏ ନେଇ ପୂର୍ବାନୁମାନ କଲା ଭାରତୀୟ ପାଣିପାଗ ବିଭାଗ । ଓଡ଼ିଶା ଉପକୂଳରୁ ସମାନ୍ତରାଳ ଭାବେ ଗତି କରିବା ନେଇ ପୂର୍ବାନୁମାନ କରିଛି ଆଇଏମଡି । ଉତ୍ତର ଓ ଉତ୍ତରପୂର୍ବ ଦିଗରେ ଗତି କରି ବାତ୍ୟା ପଶ୍ଚିମବଙ୍ଗ- ବାଂଲାଦେଶ ଆଡକୁ ମୁହାଁଇବ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବର୍ତ୍ତମାନ ସକ୍ରିୟ ଥିବା ଲଘୁଚାପ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ […]

ଓଡିଶା ଟ୍ରେଣ୍ଟିଂ

ଆସୁଛି ‘ସିତ୍ରାଙ୍ଗ’ । ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ଓ ୨୨ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ତେବେ ଏହି ବାତ୍ୟାର ନାଁ ରହିବ ‘ସିତ୍ରାଙ୍ଗ’ । ଏଥର ଥାଇଲାଣ୍ଡ ଏହି ବାତ୍ୟାର ନାମକରଣ କରିଛି । ବାତ୍ୟାକୁ ନେଇ ଇସିଏମଡବ୍ଲୁଏଫ୍ ଏବଂ ଜିଏଫ୍ଏସ୍ ମଡେଲ ଭିନ୍ନ ଭିନ୍ନ ତଥ୍ୟ ପ୍ରଦାନ କରୁଛନ୍ତି । ବାତ୍ୟାର ଗତିପଥ ଓ […]

ଓଡିଶା

ଆସନ୍ତା ୮ରେ ଅବପାତରେ ପରିଣତ ହୋଇପାରେ ସମ୍ଭାବ୍ୟ ବାତ୍ୟା, ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ବାରଣ !

ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଯାହାକି ଆସନ୍ତା ୬ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ । ଏହାପରେ ବାତ୍ୟା ନେଇ ସଠିକ୍‌ ଆକଳନ କରିହେବ । ବାତ୍ୟା ହେଲେ କେଉଁଠି ଲ୍ୟାଣ୍ଡଫଲ୍‌ କରିବ, ତୀବ୍ରତା କେତେ ରହିବ ଆଦିର ଆକଳନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ପଷ୍ଟ ହୋଇପାରିବ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ପ୍ରାକ୍ ମୌସୁମୀ ପରିବେଶ ବାତ୍ୟା ପାଇଁ ଅନୁକୂଳ ରହିଛି । […]