ଓଡିଶା ଟ୍ରେଣ୍ଟିଂ

ଆଜି ସଂଧ୍ୟାରୁ ଘଣ୍ଟାପ୍ରତି ୮୦ରୁ ୯୦ କିଲୋମିଟର ବେଗରେ ବହିବ ପବନ

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବ ସମ୍ଭାବନା । ୧୦ ତାରିଖରେ ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୧୧ ତାରିଖରେ ୫ ଜିଲ୍ଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ […]

ଓଡିଶା ଟ୍ରେଣ୍ଟିଂ

ବାତ୍ୟା ‘ଅସାନି’ର ପ୍ରଭାବ, ୧୦ ସନ୍ଧ୍ୟାରୁ ଲାଗି ରହିବ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି । ଏହି ବାତ୍ୟାର ନାଁ ‘ଅସାନି’ ରଖାଯାଇଥିବାବେଳେ ଏହାର ନାମକରଣ ଶ୍ରୀଲଙ୍କା ତରଫରୁ କରାଯାଇଛି । ଏହାର ଅର୍ଥ ହେଉଛି ‘କ୍ରୋଧ’ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ବାତ୍ୟା ‘ଅସାନି’ ପ୍ରଭାବରେ ୧୦ତାରିଖ ସନ୍ଧ୍ୟାରୁ ୧୨ ତାରିଖ ସକାଳ ଯାଏଁ ବର୍ଷା ଲାଗି ରହିବ । ବିଶେଷ କରି […]

ଓଡିଶା ଟ୍ରେଣ୍ଟିଂ

ସ୍ଥଳଭାବ ଛୁଇଁବନି ବାତ୍ୟା …

ଓଡ଼ିଶାକୁ ନାହିଁ ବାତ୍ୟା ବିପଦ । ଆସନ୍ତାକାଲି ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବନି ବୋଲି ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗର ମୁଖ୍ୟ ଆରକେ ଜେନାମଣି । ସେ କହିଛନ୍ତି, ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଆହୁରି ଘନୀଭୂତ ହୋଇଛି । ବର୍ତ୍ତମାନ ଏହା ସ୍ପଷ୍ଟ ଲଘୁଚାପରେ ପରିଣତ ହୋଇ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଏପରିକି ବାତ୍ୟା ସମୁଦ୍ର […]

ଓଡିଶା ଟ୍ରେଣ୍ଟିଂ

୧୦ରେ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା !

ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ୭ ତାରିଖରେ ଅବପାତର ରୂପ ନେବ । ଏବଂ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେଇ ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମକେନ୍ଦ୍ରୀୟ ଓ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ କେନ୍ଦ୍ରୀଭୂତ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ […]