ଓଡିଶା

ପରପାରିରେ ରାଜନୀତିର ପିତାମହ ଭୀଷ୍ମ…

ପରପାରିରେ ଓଡ଼ିଶା ରାଜନୀତିର ପିତାମହ ଭୀଷ୍ମ ତଥା ବାକ୍ୟ ବାଣ ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ । ୮୧ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ଦୀର୍ଘ ଦିନ ଧରି କିଡନୀଜନିତ ସମସ୍ୟା ସହ ଜୁଝୁଥିବା ଦାମୋଦର ରାଉତ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ଗୁରୁବାର ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ସେଠାରେ […]