ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଉନ୍ନୟନ କମିଶନରଙ୍କ ଜିଲ୍ଲାପାଳଙ୍କ ସହିତ ବୈଠକ…
ହିତାଧିକାରୀଙ୍କୁ ବ୍ୟବସ୍ଥା ସଂପର୍କରେ ସଠିକ୍ ସୂଚନା ପ୍ରଦାନ ଉପରେ ଗୁରୁତ୍ୱଭୁବନେଶ୍ୱର, (ଏଫ୍ଟୁଏସ୍) : ସୁଭଦ୍ରା ଯୋଜନାର କାର୍ଯ୍ୟାନ୍ୱୟନ ସଂପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀକକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ଗ୍ରାମ୍ୟ ଉନ୍ନୟନ, ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ […]