ଓଡିଶା କଳା ସଂସ୍କୃତି

ମହାବାହୁଙ୍କ ସ୍ନାନ ନିମିନ୍ତେ ପ୍ରସ୍ତୁତ ଅଭିମନ୍ତ୍ରିତ ଜଳରେ ରହିଛି କ’ଣ ?

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ । ଶ୍ରୀମନ୍ଦିର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପରେ ବିରାଜିତ ହେବେ ଚତୁର୍ଦ୍ଧା ମୂରତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ । ସ୍ନାନମଣ୍ଡପରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ମଧ୍ୟାହ୍ନ ୧୨ଟା ୨୦ରେ ଜଳ ବିଜେ ନୀତି କରାଯିବ । ଅପରାହ୍ନ ୩ଟାରେ ଛେରା ପହଁରା ପରେ ୩ଟା ୪୦ରୁ ହାତୀବେଶ ଆରମ୍ଭ ହେବ । ସନ୍ଧ୍ୟା […]

ଓଡିଶା କଳା ସଂସ୍କୃତି

ସ୍ନାନଯାତ୍ରାରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । କିନ୍ତୁ ଶ୍ରୀବିଗ୍ରହମାନଙ୍କୁ ସ୍ପର୍ଶ କରି ପାରିବେ ନାହିଁ ଭକ୍ତ ।

ଚଳିତ ବର୍ଷ ସାଆନ୍ତେଙ୍କ ସ୍ନାନଯାତ୍ରାକୁ ଦେଖିପାରିବେ ଭକ୍ତ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଦଇତାପତି ନିଯୋଗ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଭକ୍ତଙ୍କ ଗହଣରେ ହେବ ସ୍ନାନ ଯାତ୍ରା । ଭକ୍ତମାନେ ପୂର୍ବଭଳି ସ୍ନାନବେଦୀ ତଳ ରାସ୍ତା ଦେଇ ପ୍ରଦିକ୍ଷଣ କରିବା ସହ ହାତୀବେଶକୁ ସ୍ନାନବେଦୀ ଉପରେ ଚଢ଼ି ମହାପ୍ରଭୁଙ୍କ ଦର୍ଶନ କରିବାର ବ୍ୟବସ୍ଥା କରାଯିବ ।  ସେହିପରି ହାତୀ ବେଶ ପରେ ଭକ୍ତ ସ୍ନାନବେଦୀ ଉପରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ […]