ପୂର୍ବତନ ଟ୍ରେନି ଆଇଏଏସ ପୂଜା ଖେଡକରଙ୍କୁ ଆଶ୍ୱସ୍ତି, ହେବେନି ଗିରଫ…
ପୂର୍ବତନ ଟ୍ରେନି ଆଇଏଏସ ପୂଜା ଖେଡକରଙ୍କୁ ବଡ଼ ଆଶ୍ୱସ୍ତି । ଅଗଷ୍ଟ ୨୧ ପର୍ଯ୍ୟନ୍ତ ତାଙ୍କୁ ଗିରଫ କରାଯାଇପାରିବ ନାହିଁ । ଏ ନେଇ ଦିଲ୍ଲୀ ପୁଲିସଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ଜନସେବା ଆୟୋଗ (UPSC) ପରୀକ୍ଷା ୨୦୨୨ରେ ଜାଲ ଜାତିଗତ ଏବଂ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଅଭିଯୋଗରେ ପୂଜା ଖେଡକରଙ୍କ ପ୍ରାର୍ଥୀତ୍ୱକୁ ବାତିଲ କରାଯାଇଥିଲା । ଏହାପରେ ସେ ତଳ କୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । […]