ଦେଶ ବିଦେଶ

ଇସ୍ତଫା ଦେବେ ବାଂଲାଦେଶ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଓବାଇଦୁଲ ହାସନ…

ଇସ୍ତଫା ଦେବେ ବାଂଲାଦେଶ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଓବାଇଦୁଲ ହାସନ । ଆନ୍ଦୋଳନକାରୀମାନେ ସୁପ୍ରିମକୋର୍ଟ ସମ୍ମୁଖରେ ପ୍ରବଳ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ପ୍ରଧାନ ବିଚାରପତି ଇସ୍ତଫା ଦେବାକୁ ମନସ୍ତ କରିଥିବା ଜଣାପଡିଛି । ଇସ୍ତଫା ନଦେଲେ ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଓ ପ୍ରଧାନ ବିଚାରପତିଙ୍କ ବାସଭବନରେ ପଶିବେ ବୋଲି ବିକ୍ଷୋଭକାରୀମାନେ ଚେତାବନୀ ଦେଇଥିଲେ । ତେଣୁ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଓ ନିମ୍ନ ଅଦାଲତର ବିଚାରପତିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନ ବିଚାରପତି ଇସ୍ତଫା ଦେବାକୁ […]