ଓଡିଶା

ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ବର: ଧାମନଗର ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ । ଆଜି ବିଧାନସଭାରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ବିଧିବଦ୍ଧ ଭାବେ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ସମୟରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବରିଷ୍ଠ ବିଜେପି ନେତା ମନମୋହନ ସାମଲ ଓ ବିଜେପିର ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ । ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ସେଠାରେ ଉପ ନିର୍ବାଚନ ହୋଇଥିଲା । […]