ଓଡିଶା

ଓଡିଶାର ପିଛା ଛାଡୁନି ଦୁର୍ଘଟଣା, ଦିଗପହଣ୍ଡିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା…

ବ୍ୟୁରୋ ରିପୋର୍ଟ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ମର୍ମନ୍ତୁକ ସଡ଼କ ଦୁର୍ଘଟଣା । OSRTC ବସ୍ ଓ ଘରୋଇ ବସ୍‌ରେ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ଜଣ ଆହତ ହୋଇଥିବା ସୂଚନା । ଜଣଙ୍କର ଅବସ୍ଥା ଗୁରୁତର ହୋଇଥିବାବେଳେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା । ମୃତକ ମଧ୍ୟରେ ଅଛନ୍ତି ୬ଜଣ ପୁରୁଷ,୪ ଜଣ ମହିଳା ଓ ୨ଜଣ ଶିଶୁ । ସେମାନେ ହେଲେ ଶିବାନୀ ପ୍ରଧାନ, ରୁପାଲି ପ୍ରଧାନ, ସୁଜ୍ଞାନୀ କୁମାର […]