ହକି ଇଣ୍ଡିଆର ସଭାପତି ହେଲେ ପଦ୍ମଶ୍ରୀ ଦିଲୀପ ତିର୍କୀ
ହକି ଇଣ୍ଡିଆର ସଭାପତି ଭାବେ ନିର୍ବାଚିତ ହେଲେ ପଦ୍ମଶ୍ରୀ ଦିଲୀପ ତିର୍କୀ । ପ୍ରଥମ ଓଡିଆ ଭାବେ ଏହି ଦାୟିତ୍ୱ ପାଇଛନ୍ତି ଦିଲୀପ । ହକି ଇଣ୍ଡିଆର ସଭାପତି ପଦ ପାଇଁ ୩ ଜଣ ନାମାଙ୍କନ ଦାଖଲ କରିଥିବା ବେଳେ ଅନ୍ୟ ଦୁଇ ଜଣ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଥିଲେ । ତେବେ ନିର୍ଦ୍ୱନ୍ଦ୍ୱରେ ସେ ହକି ଇଣ୍ଡିଆର ସଭାପତି ନିର୍ବାଚିତ ହୋଇଛନ୍ତି । ହକି ଇଣ୍ଡିଆର ସଭାପତି ଭାବେ ନିର୍ବାଚିତ ହେବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ […]