ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀରେ ମହିଳା ସୁରକ୍ଷା ସମ୍ପର୍କରେ ଆଲୋଚନା…
ଭୁବନେଶ୍ୱର, (ଏଫ୍ଟୁଏସ୍) : ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀର ଦ୍ୱିତୀୟ ଦିବସରେ ମହିଳା ସୁରକ୍ଷାରେ ବହୁ ବିଭାଗର ଏକକ ସମନ୍ୱୟ ଉପରେ ସ୍ୱତନ୍ତ୍ର ଅଧିବେଶନରେ ଆଲୋଚନା ହୋଇଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଆୟୋଜିତ ଆଲୋଚନାରେ ଗୃହ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ସନ୍ତୋଷ ବାଲା, ଆରକ୍ଷୀ ମହାନିରୀକ୍ଷକ ସାଇନି ଏସ୍, ମହିଳା ଶିଶୁ ବିକାଶ ଓ ରାଜ୍ୟ ସମାଜ କଲ୍ୟାଣ ବୋର୍ଡର ନିର୍ଦ୍ଦେଶିକା ମୋନିଶା ବାନାର୍ଜୀ, […]