ଜିଲ୍ଲାସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ମେଳା ଉଦଘାଟିତ
ଗଜପତି: ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ପାରଳାଖେମୁଣ୍ଡିରେ ଜିଲ୍ଲାସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ମେଳା ଉଦଘାଟନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବେ ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକ ଯୋଗ ଦେଇ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ସମନ୍ଧୀୟ ସୂଚନା ପ୍ରଦାନ କରିବା ସହ ଏହା ଛାତ୍ରଛାତ୍ରୀଙ୍କ ଅନୁରାଗୀ ମନୋବଳ ବୃଦ୍ଧି ହେବା ପାଇଁ ପ୍ରେରଣା ଯୋଗାଏ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ […]