ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ସ୍କୁଲ ଖୋଲିବା ନିଷ୍ପତ୍ତି ଉପରେ ସ୍ଥଗିତାଦେଶ !
ବଦଳିପାରେ ଜାନୁଆରୀ ୩ ରୁ ସ୍କୁଲ ଖୋଲିବା ନିଷ୍ପତ୍ତି । ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍ ଖୋଲିବାକୁ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଥିବାବେଳେ ଏ ନେଇ ବିଭାଗ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଥିଲା । କିନ୍ତୁ ଏବେ ଏହି ନିଷ୍ପତ୍ତି ବଦଳିପାରେ ବୋଲି ସୂଚନା ଦେଇଛନ୍ତି ଡିଏମ୍ଇଟି ଡାକ୍ତର ରମାରମଣ ମହାନ୍ତି । ସେ କହିଛନ୍ତି ଯେ, ପୂର୍ବ ସ୍ଥିତିକୁ ଦେଖି ସରକାର ଏହି […]