ମହିଳାଙ୍କୁ ଦୁଷ୍କର୍ମ । SCBରେ ଲଜ୍ଜା !
ଏସସିବି କାର୍ଡିଓଲୋଜି ବିଭାଗରେ ଦୁଇ ମହିଳା ରୋଗୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ । କଟକ ଏସସିବି ମେଡିକାଲର ହୃଦୟ ରୋଗ ବିଭାଗର ଜଣେ ହୃଦୟରୋଗ ବିଶେଷଜ୍ଞ ଡାକ୍ତରଙ୍କ ବିରୋଧରେ ଏଭଳି ସଙ୍ଗୀନ ଅଭିଯୋଗ ଆସିଛି । ଏ ନେଇ ପୀଡ଼ିତାଙ୍କ ପରିବାର ଲୋକ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ କରିବା ପରେ କମିଶନରେଟ୍ ପୁଲିସ୍ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି । ସେପଟେ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗରେ ରୋଗୀଙ୍କ ସମ୍ପର୍କୀୟ ତାଙ୍କ ଉପରେ ଆକ୍ରମଣ […]