ଦେଶ ବିଦେଶ

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ଼ ।ଆକ୍ରମଣକାରୀ ୨୦ ବର୍ଷର ପେନସିଲଭେନିଆର ନାଗରିକ ।

ପେନସିଲଭେନିଆର ବଟଲରରେ ଶନିବାର ନିର୍ବାଚନ ପ୍ରଚାର କରୁଥିବା ବେଳେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ଼ । ଏଥିରେ ସେ ସାମାନ୍ୟ ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ କାନର ଉପର ଭାଗରେ ବାଜି ପଳାଇଥିଲା । ଘଟଣା ସ୍ଥଳରେ ତାଙ୍କ କାନ ଓ ଗାଲରୁ ରକ୍ତ ବୋହୁଥିବା ଦେଖିବାକୁ ମିଳିଛି । ସେ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଗୁଳିମାଡ଼ରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଛି । ଏହାସହ ଅନ୍ୟ ୨ ଜଣଙ୍କ ଅବସ୍ଥା ଗୁରୁତର […]