ଓଡିଶା

ବିଶିଷ୍ଟ ଶିକ୍ଷାବିତ ପ୍ରଫେସର ଡ଼ଃ ଶ୍ରୀରାମ ଚନ୍ଦ୍ର ଦାସଙ୍କର ୧୦୫ତମ ଜନ୍ମଜୟନ୍ତୀ ପାଳିତ

ଜଗତସିଂହପୁର ୧୮/୧୧ (ରୀତା ସାହୁ) : ବିଶିଷ୍ଟ ଶିକ୍ଷାବିତ ପ୍ରଫେସର ଡ଼ଃ ଶ୍ରୀରାମ ଚନ୍ଦ୍ର ଦାସଙ୍କର ୧୦୫ତମ ଜନ୍ମଜୟନ୍ତୀ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ କଲେଜଛକ ସ୍ଥିତ ଶ୍ରୀରାମ ଦାଶଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରମତୀ ପାରୁଲ ପଟୱାରୀ ଯୋଗ ଦେଇ ଡ଼ଃ ଶ୍ରୀରାମ ଚନ୍ଦ୍ର ଦାସଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ […]