ଓଡିଶା

ରେଲୱେ ଷ୍ଟେସନ ହେବ ବିଶ୍ୱସ୍ତରୀୟ !

ଜଟଣୀ : ରେଲୱେ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନୂତନ ଭିତ୍ତି ପ୍ରସ୍ତର ସ୍ଥାପନ କରିବାକୁ ଯାଉଛନ୍ତି I ଷ୍ଟେସନ କିପରି ଉନ୍ନତ ମାନର ହେବ, ଷ୍ଟେସନ ଭିତରେ ଯାତ୍ରୀମାନେ କିପରି ସମସ୍ତ ସୁବିଧା ସୁଯୋଗ ପାଇପାରିବେ ସେ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୫୦୦ ଷ୍ଟେସନର ପୁନଃ ବିକାଶ ପାଇଁ ନୂତନ ଭିତ୍ତି ପ୍ରସ୍ତର ସ୍ଥାପନ କରିବାକୁ ଯାଉଛନ୍ତି । ଏଥିରେ ଖୋର୍ଦ୍ଧା ରୋଡ ଡିଭିଜନର ୨୩ ଟି ଷ୍ଟେସନକୁ ଅମରିଟ୍ […]

ଓଡିଶା

ଓଡିଶାରୁ ପ୍ରଥମ ଥର ପାଇଁ ପୁରୀରୁ ହାୱଡ଼ା ଅଭିମୁଖେ ଗଡିଛି ବନ୍ଦେ ଭାରତ ଏକ୍ସପ୍ରେସ । ଗତ ୯ ବର୍ଷରେ ଓଡ଼ିଶାରେ ରେଳର ବିକାଶ ହେଇଛି କହିଲେ ମୋଦି ।

ଓଡିଶାରୁ ପ୍ରଥମ ଥର ପାଇଁ ପୁରୀରୁ ହାୱଡ଼ା ଅଭିମୁଖେ ଗଡିଛି ବନ୍ଦେ ଭାରତ ଏକ୍ସପ୍ରେସ । ନୂଆଦିଲ୍ଲୀରୁ ଭର୍ଚୁଆଲରେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ପୁରୀ ଷ୍ଟେସନରେ ରାଜ୍ୟପାଳ ଗଣେଶୀ ଲାଲ, ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଭର୍ଚୁଆଲ ମୋଡରେ ଯୋଡ଼ି ହୋଇଥିଲେ ମୁଖ୍ୟମନ୍ତ୍ରୀ […]