ବିଦେଶରେ ଡାକ୍ତରୀ ପଢିବାର ସୁଯୋଗ ପ୍ରଦନ କରେ ଏଡୁନମ୍…
ଭୁବନେଶ୍ବର : ଏଡୁନମ୍ – ଗାଇଡିଂ କ୍ୟାରିଅର୍ ଶ୍ରେଷ୍ଠ ଶିକ୍ଷାବିତ୍ ତଥା କ୍ୟାରିୟର ପରାମର୍ଶଦାତା ଲମ୍ବୋଦର ରାଉତଙ୍କ ଦ୍ବାରା ୨୦୦୭ ରେ ପ୍ରତିଷ୍ଠିତ ହୋଇଥିଲା । ଏହା ଏକ ପ୍ରାଥମିକ ଶିକ୍ଷା ପରାମର୍ଶଦାତା ସଂଗଠନ ଯାହାକି ଛାତ୍ରଛାତ୍ରୀଙ୍କ ବଜେଟ୍ ଏବଂ ଆଶା ଅନୁଯାୟୀ ବିଦେଶରେ ଡାକ୍ତରୀ ଅଧ୍ୟୟନ ତଥା ବିଦେଶରେ ଅଧ୍ୟୟନ କରିବାକୁ ସାହାଯ୍ୟ ଏବଂ ମାର୍ଗଦର୍ଶନ ଯୋଗାଇଥାଏ । ନୂତନ ଭାବେ ଶିକ୍ଷା ଗ୍ରହଣ କରିବାକୁ ଯାଉଥିବା ଛାତ୍ରଛାତ୍ରୀଙ୍କ ବିଦାୟ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି […]