ମହିଳା ଗୋଷ୍ଠୀଙ୍କୁ ସଶକ୍ତ କରିବା ସହ ଜୀବନରେ ପରିବର୍ତ୍ତନ ଆଣିଛି ହେଫର୍ ଇଂଟରନ୍ୟାଶନାଲ ଓ କାରଗିଲର ହ୍ୟାଚିଙ୍ଗ୍ ହୋପ୍ ଅଭିଯାନ…
ଭୁବନେଶ୍ୱର : ହେଫର୍ ଇଂଟରନ୍ୟାସନାଲ ବିଶ୍ୱ ଅଣ୍ଡା ଦିବସ ଅବସରରେ ପୋଲଟ୍ରି ବା କୁକଡା ଚାଷ ଉପରେ କେନ୍ଦ୍ରିତ ଏହାର ପରିବର୍ତ୍ତନଶୀଳ ଅଭିଯାନକୁ ଓଡିଶାରେ ଗର୍ବର ସହ ପ୍ରଦର୍ଶିତ କରିଛି । କାରଗିଲ୍ ସହିତ ଓଡିଶାରେ ହେଫରର ଫ୍ଲାଗସିପ୍ ଅଭିଯାନ, ଦ ହ୍ୟାଚିଙ୍ଗ୍ ହୋପ୍ ପ୍ରୋଜେକ୍ଟ କୁକୁଡା ଉତ୍ପାଦନ, ଉପଯୋଗ ଓ ପ୍ରୋତ୍ସାହନ ମାଧ୍ୟମରେ ୨୦୩୦ ସୁଦ୍ଧା ବିଶ୍ୱବ୍ୟାପୀ ୧୦୦ ମିଲିୟନ ଲୋକଙ୍କର ପୋଷଣ ଓ ଅର୍ଥନୈତିକ ଜୀବିକାକୁ ଉନ୍ନତ କରିବାକୁ ଲକ୍ଷ୍ୟ ରଖିଛି । ଭାରତରେ […]