ଓଡିଶାରେ ଆଜି ପ୍ରଚାର କରିବେ ଶାହା, ନଡ୍ଡା ଏବଂ ରାହୁଲ…
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବା ବେଳେ ଆଉ ୩ଟି ପର୍ଯ୍ୟାୟ ମତଦାନ ବାକି ରହିଛି । ଏଥର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ ହେବ ବୋଲି ବିଜେପିର ପ୍ରମୁଖ ନେତା ଗ୍ୟାରେଣ୍ଟି ଦେଉଥିବା ବେଳେ ଦଳର ପ୍ରମୁଖ ନେତାଙ୍କ ତୁହାକୁ ତୁହା ନିର୍ବାଚନୀ ପ୍ରଚାର ରାଜନୈତିକ ଉଷ୍ମତାକୁ ବୃଦ୍ଧି କରିଛି । ଏହି ପରିପ୍ରେକ୍ଷୀରେ ଆଜି ନିର୍ବାଚନ ପ୍ରଚାର ପାଇଁ ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଏବଂ ବିଜେପି ରାଷ୍ଟ୍ରୀୟ […]