ଡିସେମ୍ବରରେ ଗୁଜୁରାଟରେ ଦେଖିବାକୁ ମିଳିବ ତ୍ରିମୁଖୀ ଲଢେଇ
ଗୁଜରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଆସନ୍ତା ଡିସେମ୍ବର ୧ ଓ ୫ରେ ଗୁଜରାଟରେ ହେବ ବିଧାନସଭା ନିର୍ବାଚନ । ମୁଖ୍ୟ ନିର୍ବାଚନ ଆୟୋଗ ରାଜୀବ କୁମାର ସାମ୍ବାଦିକ ସମ୍ମିଳନୀ କରି ଏ ନେଇ ତାରିଖ ଘୋଷଣା କରିଛନ୍ତି । ଗୁଜରାଟର ୧୮୨ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ । ସଂଖ୍ୟାଗରିଷ୍ଠତା ପାଇଁ ଯେକୌଣସି ଦଳ ୯୨ଟି ସିଟ୍ରେ ଜିତିବା ଉଚିତ୍ । ୩୩ ଜିଲ୍ଲାରେ ଚଳିତ ନିର୍ବାଚନରେ […]