ଓଡିଶା ମନୋରଞ୍ଜନ

ଆରପାରିରେ ବର୍ଷିୟାନ ଅଭିନେତା ମିହିର ଦାସ

ପରଲୋକରେ ବର୍ଷିୟାନ ଅଭିନେତା ମିହିର ଦାସ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା । ଓଲିଉଡର କାକା ଭାବେ ପରିଚିତ ଭେଟରାନ ଅଭିନେତା ମିହିର ଦାସଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ । ପ୍ରଥମ ଆର୍ଟ ଫିଲ୍ମ ‘ସ୍କୁଲ୍‌ ମାଷ୍ଟର’ରେ ଅଭିନୟ କରିବା ପରେ ସେ ଆଉ […]