‘ଦି ସାବରମତୀ ରିପୋର୍ଟ’ ଫିଲ୍ମକୁ କରମୁକ୍ତ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଏକତା…
ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ୍ ଫିଲ୍ମ ପ୍ରଯୋଜିକା ଏକତା କପୁର । ରାଜ୍ୟ ବିଧାନସଭାରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ‘ଦି ସାବରମତୀ ରିପୋର୍ଟ’ ଦେଖିବା ପାଇଁ ନିମନ୍ତ୍ରଣ କରିଛନ୍ତି । ଏଥିସହ ରାଜ୍ୟ ସରକାର ‘ଦି ସାବରମତୀ ରିପୋର୍ଟ’ ଫିଲ୍ମକୁ କରମୁକ୍ତ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସତ୍ୟକୁ ସବୁଦିନ ପାଇଁ ଲୁଚାଇ ରଖାଯାଇ ପାରିବ ନାହିଁ । ଗଣମାଧ୍ୟମ ଦେଖାଉଥିବା କଥା ଯେ ସବୁବେଳେ ସତ୍ୟ ତାହା ଯଥାର୍ଥ ନୁହେଁ […]