ଓଡିଶା

ପଞ୍ଚାୟତସ୍ତରୀୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ

ବେଗୁନିଆପଡା: ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ତାଳସର କୃଷି ସେବା ସମବାୟ ସମିତିରେ ପଞ୍ଚାୟତସ୍ତରୀୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସେବା ସମବାୟ ସମିତି ସଭାପତି ପଦ୍ମ ଚରଣ ସ୍ୱାଇଁଙ୍କ ତତ୍ୱାବଧାନରେ ଅନୁଷ୍ଠିତ କର୍ମଶାଳାରେ ଛତ୍ରପୁର ସେବା ସମବାୟ ସମିତି ନିରୀକ୍ଷକ ଜି.କୃଷ୍ଣମୂର୍ତ୍ତି ରାଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରିଥିଲେ । ଏଥିରେ ସମ୍ମାନିତ ଅତିଥି ଭାବେ ତାଳସର ପଞ୍ଚାୟତର […]