ଆକ୍ସନ ମୁଡରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ…
ବ୍ୟୁରୋ ରିପୋର୍ଟ, ୨୯/୬ : ରାଜ୍ୟର ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେଲେ ରାଜ୍ୟ ସରକାର । ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି କ୍ୟାମେରା । ସେହିପରି ମଣ୍ଡିରୁ ଧାନ ନେଇଯାଉଥିବା ଗାଡ଼ିରେ ଲଗାଯିବ ଜିପିଏସ୍ । ରାଜ୍ୟରେ ଦୁର୍ନୀତିକୁ ରୋକିବାକୁ ଏଭଳି ପଦକ୍ଷେପ ନେଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ । ଆଜି ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । […]