ଓଡିଶା

ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧ ଵାର୍ଷିକୀ ପାଳିତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌରପରିଷଦ ଆନୁକୂଲ୍ୟରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଡା ରୁଦ୍ରନାରାୟଣ ଦାଶ ଏବଂ ପୌରପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ପ୍ରମୁଖ ଉପସ୍ଥିତ ରହି ଖେରସଛକ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମରେ […]