ଓଡିଶାରେ ଖଲିସ୍ତାନୀ ସ୍ଲିପର ସେଲ୍ ଆତଙ୍କ !
ଭୁବନେଶ୍ୱରକୁ ଖଲିସ୍ତାନୀ ଆତଙ୍କୀ ଧମକ । ବିଜୁ ପଟ୍ଟନାୟକ ବିମାନ ବନ୍ଦର ଉପରେ ଆକ୍ରମଣ କରିବା ଚେତାବନୀ ଦେବା ସହ, ଲୋକସେବା ଭବନ ଉପରେ ଯେଉଁ ବ୍ୟକ୍ତି ଖଲିସ୍ତାନୀ ପତାକା ଉଡାଇବ ତାକୁ 25 ଲକ୍ଷ ଟଙ୍କା ପୁରସ୍କାର ରାଶି ଦେବାକୁ ଘୋଷଣା କରିଛି । ଯାହାକୁ ନେଇ ସମଗ୍ର ଭୁବନେଶ୍ୱରରେ ହଇଚଇ ସୃଷ୍ଟି ହୋଇଛି । ସୂଚନା ଅନୁସାରେ, ଭୁବନେଶ୍ୱରରେ ଚାଲିଥିବା DGP କନଫରେନ୍ସକୁ ଖଲିସ୍ତାନୀ ଆତଙ୍କୀ ପନ୍ନୁ ଟାର୍ଗେଟ କରଛି । ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ […]