ଜିଲ୍ଲାରେ କାର୍ଯ୍ୟରତ କର୍ମଚାରୀ ଓ କ୍ଷେତ୍ର କର୍ମଚାରୀଙ୍କ ବଦଳି ସମୟ କେତେ ବର୍ଷ ?
ଗଜପତି, (ଏଫ୍ ଟୁ ଏସ୍ /ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ଜଳଛାୟା ପ୍ରକଳ୍ପ ନିଦେ୍ର୍ଦଶକଙ୍କ କାର୍ଯ୍ୟାଳୟ ତଥା ମୃତ୍ତିକା ସଂରକ୍ଷଣ ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କ ବଦଳି କେବେ ? ଏ ପ୍ରଶ୍ନ କରିଛନ୍ତି ଜନସାଧାରଣ ତଥା ବୁଦ୍ଧିଜୀବୀ । ଉଭୟ ବିଭାଗରେ ଦୀର୍ଘ ଦଶବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟରତ କର୍ମଚାରୀଙ୍କୁ ଅନ୍ୟତ୍ର ବଦଳି ହେଉନଥିବା ଅଭିଯୋଗ ହୋଇଛି । ସରକାରଙ୍କ ନିୟମ ଅନୁସାରେ ପ୍ରତି ତିନି ବର୍ଷରେ କାର୍ଯ୍ୟରତ […]