ଘରେ ଘରେ ତ୍ରିରଙ୍ଗା ଅଭିଯାନ ଉପରେ ବିରାଟ ଶୋଭାଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ…
ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଘରେ ଘରେ ତ୍ରିରଙ୍ଗା ଅଭିଯାନ ସମ୍ପର୍କିତ ଏକ ବିରାଟ ଶୋଭାଯାତ୍ରା ସମେତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡ଼ିଶା ସରକାରଙ୍କ ନିଦେ୍ର୍ଦଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଗଜପତି ଜିଲ୍ଲାରେ ମଧ୍ୟ ଏହି କାର୍ଯ୍ୟକ୍ରମ ବ୍ୟାପକ ଭାବେ ଆଗେଇ ଚାଲିଛି । ଏହି ଅବସରରେ ଗଜପତି ଜିଲ୍ଲା […]