ଭୋଟର ତାଲିକା ୨୦୨୩ ପ୍ରସ୍ତୁତି ନେଇ ବୈଠକ ଅନୁଷ୍ଠିତ
ଗଜପତି ଜିଲ୍ଲାସ୍ତରୀୟ ଭୋଟର ତାଲିକା ୨୦୨୩ ପ୍ରସ୍ତୁତି ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ସ୍ତରୀୟ ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୨୦୨୩ ଚଳିତ ବର୍ଷ ନଭେମ୍ବର ୯ ତାରିଖରୁ ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଚିଠା ଭୋଟର ତାଲିକା ପ୍ରକାଶନ ଜିଲ୍ଲାର ସମସ୍ତ ଭୋଟ […]