ଓଡିଶା

ଭଣ୍ଡାର ଗୃହରୁ ବାହାରି କ’ଣ କହିଲେ ଗଜପତି ମହାରାଜ…

ବ୍ୟୁରୋ, (ଏଫ୍ଟୁଏସ୍) ୧ ୮/୦୭ : ରତ୍ନଭଣ୍ଡାର ଭିତରକୁ ଯାଇ ତଦାରଖ କରିବା ପରେ ଶ୍ରୀମନ୍ଦିରରୁ ବାହାରକୁ ବାହାରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ଏହାପରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ଯାହା ବି ଗହଣା ଓ ମୂଲ୍ୟବାନ ସାମଗ୍ରୀ ଅଛି, ତାକୁ ଅସ୍ଥାୟୀ ଭାବେ ଖଟଶେଜ ଘରକୁ ସ୍ଥାନାନ୍ତର କରାଯାଉଛି । ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଶେଜଘରେ ତାଲା ପଡିବ । ଆଉ ନିୟମ ମୁତାବକ, ଏହାର ଚାବି […]