ଓଡିଶା

ଭକ୍ତି ସଙ୍ଗୀତ ସଂସଦ ପରିବାର ପକ୍ଷରୁ ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ସ୍ୱର୍ଗତା ଶାନ୍ତିଲତା ବାରିକଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି…

ପାରଳାଖେମୁଣ୍ଡି, ୫/୪ : ପାରଳାଖେମୁଣ୍ଡିର ସର୍ବ ପୁରାତନ ସାଂସ୍କୃତିକ ଅନୁଷ୍ଠାନ ଭକ୍ତି ସଙ୍ଗୀତ ସଂସଦ ପରିସରରେ ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ସ୍ୱର୍ଗତା ଶାନ୍ତିଲତା ବାରିକଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୋକସଭାରେ ସ୍ବର୍ଗତା ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟର ନୀରବ ପ୍ରାର୍ଥନା କରାଯାଇଥିଲା । ଏହି ସଭାରେ ଅନ୍ୟତମ ଅତିଥି ରୂପେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ତଥା […]

ଓଡିଶା

ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ପରିଦର୍ଶନ କଲେ ପୂର୍ବତନ ମୁଖ୍ୟ ଶାସନ ସଚିବ…

ଗଜପତି, ୦୯/୧୨ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିଦର୍ଶନ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ପ୍ରଚାର କମିଟି ଅଧକ୍ଷ ଶ୍ରୀଯୁକ୍ତ ବିଜୟ ପଟ୍ଟନାୟକ । ୧୮୯୬ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ଐତିହାସିକ ପୁରାତନ ମହାବିଦ୍ୟାଳୟ ଏହା ହେଉଛି ଓଡ଼ିଶାର ଏକ ପୁରାତନ ଶିକ୍ଷା ଅନୁଷ୍ଠାନ ରୂପେ ପରିଚିତ । ଏହି ମହାବିଦ୍ୟାଳୟରେ ୧୩ ଗୋଟି ସ୍ନାତକୋତର ଏବଂ ୧୫ […]

ଓଡିଶା

କଥା ଦେଇ କଥା ରଖିଲେ ବ୍ରହ୍ମପୁର ସାଂସଦ

ଗଜପତି : କଥା ଦେଇ କଥା ରଖିଲେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ । ଗତ ଫେବୃଆରୀ ୨୮ ତାରିଖରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ବ୍ରହ୍ମପୁର ସାଂସଦ ।  ଏହି ଅବସରରେ ସେ ବିଦ୍ୟାଳର ଛାତ୍ରୀଙ୍କ ଲାଗି ଟେବୁଲ ଚେୟାର ଯୋଗାଇ ଦେବା ଲାଗି ପ୍ରତିଶ୍ରୁତି ଦେଇଥିଲେ । ଆଉ ଶେଷରେ ସାଂସଦ ମହୋଦୟ ନିଜ […]

ଓଡିଶା

ଜିଲ୍ଲାସ୍ତରୀୟ ଉଦ୍ୟୋଗୀ ସପ୍ତାହ ତଥା ପ୍ରଦର୍ଶନୀ ମେଳା ଉଦଯାପିତ

ଗଜପତି (ବିବେକାନନ୍ଦ ବେହେରା): ଗଜପତିରେ ଜିଲ୍ଲାସ୍ତରୀୟ ଉଦ୍ୟୋଗୀ ସପ୍ତାହ ତଥା ପଦର୍ଶନୀ ମେଳା ସେଞ୍ଚୁରିୟାନ ବିଶ୍ୱ ବିଦ୍ୟାଳୟର ଅଡିଟୋରିୟମ ହଲରେ ଉଦଯାପିତ ହୋଇଯାଇଛି  । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ସମ୍ମାନିତ ଅତିଥି ଭାବେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଅନ୍ୟତମ ଅତିଥି ଭାବେ ସେଞ୍ଚୁରିୟାନ ବିଶ୍ୱ ବିଦ୍ୟାଳୟର ରେଜିଷ୍ଟର ଡକ୍ଟର ଅନିତା ପାତ୍ର, ଶିଳ୍ପ ନିରୀକ୍ଷକ ମନୋଜ ମହାପାତ୍ର, ଜିଲ୍ଲା ଶିଳ୍ପକେନ୍ଦ୍ର ସଂସ୍ଥାର ସାଧାରଣ ପରିଚାଳକ ସୁନା ରାମ […]

ଓଡିଶା

ସ୍ବଚ୍ଛ ସାଥିଙ୍କୁ ମିଳିଲା ମାଗଣା ସାଇକେଲ

ଗଜପତି (ବିବେକାନନ୍ଦ ବେହେରା): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲରେ ଗୋଷ୍ଠୀ ସହଭାଗୀତାର ଉତ୍ସବ ପାଳନ ହୋଇଯାଇଛି । ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ରୋମାଞ୍ଚଳ ଖମାରୀଙ୍କ ସହ ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ନଟବର ଗରଡ଼, ବିଭିନ୍ନ ୱାର୍ଡ଼ର କାଉନସିଲର ପ୍ରମୁଖ ଉପସ୍ଥିତ ଥିଲେ । […]