ବେଗୁନିଆପଡା ବ୍ଲକରେ ବ୍ଳକ ସ୍ତରୀୟ ଜନ ଶୁଣାଣୀ ଶିବିର ଅନୁଷ୍ଠିତ…
ବେଗୁନିଆପଡା, ୧୨/୨୪ (ବାପୁନି କୁମାର ମାଲୁ) : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଳକରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ରୋଜଗାର ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନର ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତ ଏପ୍ରିଲ ୧, ୨୦୨୩ ରିଖଠାରୁ ତା ସେପ୍ଟେମ୍ବର ୩୦, ୨୦୨୩ ରିଖ ମଧ୍ୟରେ ହୋଇଥିବା କାର୍ଯ୍ୟ ଗୁଡିକର ଜନ ଶୁଣାଣୀ ହୋଇଥିଲା । ମୋଟ ୧୫୨୮ ଟି ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିବା ବେଳେ ଏଥି ପାଇଁ […]