ଓଡିଶା

ମୁଁ ଥାନାରେ ରହିଥିବା ପର୍ଯ୍ୟନ୍ତ ଆପଣଙ୍କ ସେବାରେ ନିୟୋଜିତ: ଥାନାବାବୁ

କୋଦଳା ଥାନା ଅନ୍ତର୍ଗତ ନାଇକାଣିପଲି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସରପଞ୍ଚ ମିଥୁନ ଖୁଣ୍ଟିଆଙ୍କ ସଭାପତିତ୍ୱରେ କୋଦଳା ପୋଲିସର “ଆମ ପୋଲିସ ସମିତି” ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କୋଦଳା ଥାନାରେ ନୂତନ ଭାବେ ଦାଇତ୍ୱ ଗ୍ରହଣ କରିଥିବା ଥାନା ଅଧିକାରୀ ଉମାକାନ୍ତ ସାହୁ ଉପସ୍ଥିତ ରହି ସମସ୍ତ ଗ୍ରାମବାସୀଙ୍କୁ ପ୍ରଣାମ ଜଣାଇବା ସହିତ, “ମୁଁ ଥାନାରେ ରହିଥିବା ପର୍ଯ୍ୟନ୍ତ ଆପଣଙ୍କ ସେବାରେ ନିୟୋଜିତ ବୋଲି ଉଦବୋଧନ ଦେଇଥିଲେ” । ଏପରିକି ଗ୍ରାମବାସୀଙ୍କୁ ବିଭିନ୍ନ ଦିଗପ୍ରତି ସଚେତନ […]