ଓଡିଶା

ଗ୍ଲୋବାଲ୍ ବିଜିନେସ କାର୍ନିଭାଲ୍-୨୦୨୩ ଘୋଷିତ । ଆଇଟି ଆଣ୍ଡ ସଫ୍ଟୱେର, ଏଡୁକେସନ ଆଣ୍ଡ ହେଲଥ୍ ଉପରେ ଅନୁଷ୍ଠିତ ହେବ କର୍ମଶାଳା

ଭୁବନେଶ୍ୱର: ଆସନ୍ତା ୧୯ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଜନତା ମଇଦାନରେ ଗୁପ୍ତା ଇଭେଣ୍ଟସ୍ ମ୍ୟାନେଜମେଣ୍ଟ ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ “ଗ୍ଲୋବାଲ୍ ବିଜିନେସ କାର୍ନିଭାଲ୍-୨୦୨୩”ର ଘୋଷଣା କରାଯାଇଛି । ଏହି ଅବସରରେ ମ୍ୟାନେଜିଙ୍ଗ୍ ଡାଇରେକ୍ଟର ସୁଜିତ କୁମାର ଗୁପ୍ତା, ଡାଇରେକ୍ଟର ପାୟଲ ଆଚାର୍ଯ୍ୟ ଗୁପ୍ତା ଏବଂ ଗୁପ୍ତା ଇଭେଣ୍ଟସ୍ ମ୍ୟାନେଜମେଣ୍ଟ ପ୍ରାଇଭେଟ୍ ଲିମିଟେଡ୍ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଦିପକ ମହାନ୍ତି, ଆଇଡିଆ କ୍ରିଏସନ ମୁଖ୍ୟ ରଣଜିତ୍ କର୍ମି, ପ୍ରପର୍ଟି ବ୍ରାଣ୍ଡ ନିର୍ଦ୍ଦେଶକ ସଚିନ ସିଂ, ଓପନ୍ କିଚେନ୍ […]