ଓଡିଶା

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ…

ଭୁବନେଶ୍ୱର : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱର ୟୁନିଟ -୮ସ୍ଥିତ ଗୋପବନ୍ଧୁ ଛକରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ […]