ଓଡିଶା

ଚଳିତ ଆର୍ଥିକ ବର୍ଷ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା…

ବ୍ୟୁରୋ  ଏଫ୍ଟୁଏସ୍ :  ‘ଚଳିତ ଆର୍ଥିକ ବର୍ଷ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ରାଜ୍ୟର ନିଜସ୍ଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ପାଇଁ ମିଳିତ ଭାବେ ଗୋଟିଏ କାର୍ଡ ଜାରି ହେବ । ଉଭୟ ଯୋଜନା ଅଧୀନରେ ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ ।’ ଏ ନେଇ ରାଜ୍ୟବାସୀଙ୍କୁ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଓଡିଶାରେ ଆୟୁଷ୍ମାନ […]