ଓଡିଶା

ପାରଳା ବିଧାୟକ କେ ନାରାୟଣ ରାଓଙ୍କ ନେତୃତ୍ବରେ ଗୋଶାଣି ବ୍ଲକ ଅଫିସ ଘେରାଓ..

ଗଜପତି, ୧୮/୧୧ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ଗୋଶାଣି ବ୍ଲକ ଅଫିସ ଆଗରେ ବିଜେପି ପକ୍ଷରୁ ଓଡ଼ିଶାରେ ଚାଲିଥିବା ଦୁର୍ନୀତି ବ୍ୟଭିଚାର ଓ ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ବିରୋଧରେ ପାରଳା ବିଧାୟକ କେ ନାରାୟଣ ରାଓଙ୍କ ନେତୃତ୍ବରେ ଗୋଶାଣି ବ୍ଲକ ଅଫିସ ଘେରାଓ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବଜେପିର ବହୁ କର୍ମୀ ଓ ନେତା ଉପସ୍ଥିତ ରହି ବିଭିନ୍ନ ସ୍ଲୋଗାନ ଦେବା ସହ ରାଜ୍ୟସ୍ତରରୁ ଜିଲ୍ଲାସ୍ତର ଏବଂ ବ୍ଲକଠାରୁ ଆରମ୍ଭ କରି ବିଭିନ୍ନ ଅଫିସରେ […]

ଓଡିଶା

ଗଜପତି ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲା କଂଗ୍ରେସ

ଗଜପତି : ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଗଜପତି ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଗଜପତି ଜିଲ୍ଲାର ବିଭିନ୍ନ ବ୍ଲକରେ କଂଗ୍ରେସ ତରଫରୁ ବ୍ଲକ କାର୍ଯ୍ୟାଳୟ ଘେରାଉ  ହୋଇଛି । ଗଜପତି ଜିଲ୍ଲାର ମୋହନା ନିର୍ବାଚନ ମଣ୍ଡଳୀର ଚାରିଗୋଟି ବ୍ଲକକୁ କଂଗ୍ରେସ ଜିଲ୍ଲା ସଭାପତି ତଥା ମୋହନା ବିଧାୟକ ଦାସରଥି ଗମାଙ୍ଗ ପରିଚାଳିତ କରିଥିଲେ । ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ତିନୋଟି […]