ଓଡିଶା

ଜିଲ୍ଲା ସ୍ତରୀୟ କୃଷକ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

ଗଜପତି (ବିବେକାନନ୍ଦ ବେହେରା): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କନଫରେନ୍ସ ହଲରେ ଜିଲ୍ଲା ସ୍ତରୀୟ କୃଷକ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏହି ପ୍ରଶିକ୍ଷଣ ଶିବିର ମାର୍ଚ୍ଚ ୧ରୁ ୩ ପର୍ଯ୍ୟନ୍ତ ଚାଲୁ ରହିଥିଲା । ଏଥିରେ କାଶୀ ନଗର, ଗୁମ୍ମା ଓ ଗୋଶାଣୀ ବ୍ଲକର ୨୦ ଜଣ କୁକୁଡ଼ା ଚାଷୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି । କାର୍ଯ୍ୟକ୍ରମରେ ଡେପୁଟି ଡ଼ାଇରେକ୍ଟର ଭେଟେନେରୀ ଡକ୍ଟର ବିଦ୍ୟୁତ […]