ଓଡିଶା

ଦହନଶୀଳ ପଦାର୍ଥ ନେଇ କରିପାରିବେନି ରେଳ ଯାତ୍ରା, ଲାଗିଲା କଟକଣା…

ଜଟଣୀ : ଦିପାବଳୀରେ ଆତସବାଜି, ଫୋଟକା, ଗ୍ୟାସ୍ ସିଲିଣ୍ଡର, ଏସିଡ୍, ପେଟ୍ରୋଲ୍, କିରୋସିନି ଇତ୍ୟାଦି ଦହନଶୀଳ ପଦାର୍ଥ ପରିବହନ ଉପରେ କଡା ସଜାଗ ରହିବାକୁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ଅଭିଯାନ ଆରମ୍ଭ କରାଯାଉଛି । ସରକାରୀ ରେଳ ପୋଲିସ (GRP), ରେଳ ସୁରକ୍ଷା ବଳ (ଆରପିଏଫ୍) ଏବଂ ସିଭିଲ୍ ଡିଫେନ୍ସ ସ୍ବେଚ୍ଛାସେବୀଙ୍କ ସହ ସମନ୍ୱୟ ରକ୍ଷା କରି ରେଳବାଇ ଅଧିକାରୀଙ୍କଦ୍ଵାରା ପାର୍ସଲ୍ ଭ୍ୟାନ୍ ମାନଙ୍କରେ କିମ୍ବା ଲଗେଜ୍ ଲୋଡିଂ ସମୟରେ ବିସ୍ଫୋରକ ସାମଗ୍ରୀର […]