ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଗ୍ୟାରେଣ୍ଟି କାର୍ଡ…
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ଉନ୍ମୋଚିତ ହୋଇଛି । ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକଙ୍କ ସଭାପତିତ୍ୱରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ କଂଗ୍ରେସ କମିଟିର ସମ୍ପାଦକ ବିପ୍ଳବ ଚୌଧୁରୀ, ବରିଷ୍ଠ କଂଗ୍ରେସ ନେତା ହେମନ୍ତ କୁମାର ରଥ, ପୌରାଧ୍ୟକ୍ଷ। ଅର୍ଚ୍ଚନା ସିଂ, ଯୁବ ନେତା ପ୍ରଶାନ୍ତ କୁମାର ମଲ୍ଲିକ, ମହିଳା କଂଗ୍ରେସ ପ୍ରତିମା ମଲ୍ଲିକ, ବରିଷ୍ଠ ନେତା ସର୍ବେଶ୍ୱର ପଣ୍ଡାଙ୍କ ସହ ବହୁ ନେତା ଓ କର୍ମୀ ମାନେ […]