ସମ୍ବଲପୁରର ୬ଟି ଥାନା ଅଞ୍ଚଳରେ ଜାରି ହେଲା କର୍ଫ୍ୟୁ । ଆଉ ଦୁଇ ଦିନ ଇଣ୍ଟରନେଟ୍ ସେବା ବନ୍ଦ
ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ସମ୍ବଲପୁରରେ ଦୁଇଗୋଷ୍ଠୀ ଭିତରେ ଆରମ୍ଭ ହୋଇଥିବା ଗଣ୍ଡଗୋଳ ଏବେ ଉଗ୍ର ରୂପ ଧାରଣ କରିଛି । ଏହାକୁ ନିୟନ୍ତ୍ରଣ କରିବା ପାଇଁ ସମ୍ବଲପୁରର ୬ଟି ଥାନା ଅଞ୍ଚଳ ସମ୍ବଲପୁର ଟାଉନ୍, ଧନୁପାଲି, କ୍ଷେତରାଜପୁର, ଅଇଁଠାପାଲି, ବରେଇପାଲି ଓ ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଜାରି ହୋଇଛି । ଏପରିକି କର୍ଫ୍ୟୁ ସମୟରେ କୌଣସି ବ୍ୟକ୍ତିବିଶେଷଙ୍କୁ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ଅପରପକ୍ଷେ ସମ୍ବଲପୁର ଜିଲ୍ଲାରେ ବନ୍ଦ ଥିବା ଇଣ୍ଟରନେଟ୍ […]