ଓଡିଶା

ହର୍ ଘର୍ ତ୍ରିରଙ୍ଗା ଶୋଭାଯାତ୍ରାରେ ସିଆରପିଏଫ୍ ଯବାନ…

ନୂଆପଡ଼ା, (ଏଫ୍ଟୁଏସ୍/ କୀର୍ତ୍ତି ଚନ୍ଦ୍ର ନାଗ) : ସମଗ୍ର ଭାରତ ବର୍ଷରେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ହର୍ ଘର୍ ତ୍ରିରଙ୍ଗା ଉତ୍ସବ ପାଳିତ ହେଉଛି । ଏହି ପରିପ୍ରେକ୍ଷୀରେ ନୂଆପଡ଼ା ଜିଲ୍ଲା ସିଲଦାସ୍ଥିତ CRPF 216 ବାଟାଲିୟନ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଇଶ୍ଵର ସିଂଙ୍କ ନେତୃତ୍ୱରେ ଶତାଧିକ ସିଆରପିଏଫ୍ ଯବାନମାନେ ତଥା ସ୍ଥାନୀୟ ଲୋକମାନେ ଏକତ୍ରିତ ହୋଇ ଏକ ବିଶାଳ ବାଇକ୍ ରାଲି ଶୋଭାଯାତ୍ରା କରିଥିଲେ । ସିଆରପିଏଫ୍ କ୍ୟାମ୍ପ ପରିସରରୁ ସିଲଦା ଗ୍ରାମ ପର୍ଯ୍ୟନ୍ତ ଏହି […]

ଓଡିଶା

ଘରେ ଘରେ ତ୍ରିରଙ୍ଗା ଅଭିଯାନ ଉପରେ ବିରାଟ ଶୋଭାଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଘରେ ଘରେ ତ୍ରିରଙ୍ଗା ଅଭିଯାନ ସମ୍ପର୍କିତ ଏକ ବିରାଟ ଶୋଭାଯାତ୍ରା ସମେତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡ଼ିଶା ସରକାରଙ୍କ ନିଦେ୍ର୍ଦଶ କ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଗଜପତି ଜିଲ୍ଲାରେ ମଧ୍ୟ ଏହି କାର୍ଯ୍ୟକ୍ରମ ବ୍ୟାପକ ଭାବେ ଆଗେଇ ଚାଲିଛି । ଏହି ଅବସରରେ ଗଜପତି ଜିଲ୍ଲା […]

ଓଡିଶା

ବୋଲଗଡ଼ ବ୍ଲକ୍ ପ୍ରଶାସନ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ ଓ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ…

ଖୋର୍ଦ୍ଧା, (ଏଫ୍ଟୁଏସ୍/ ପ୍ରସନ୍ନ କୁମାର ସ୍ୱାଇଁ) : ଭାରତ ସରକାରଙ୍କ ନିଦେ୍ର୍ଦଶକ୍ରମେ ବୋଲଗଡ଼ ବ୍ଲକ୍ ପ୍ରଶାସନ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ ଓ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ସ୍କୁଲମାନଙ୍କର ଛାତ୍ରଛାତ୍ରୀ ଉପସ୍ଥିତ ରହି ନିଜର ଗୀତ, ନାଚ ଓ କଳାକୃତି ପ୍ରଦର୍ଶନ କରିଥିଲେ । ଏହି ପ୍ରଦର୍ଶନୀକୁ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ […]

ଓଡିଶା

ତ୍ରିରଙ୍ଗା ଶୋଭାଯାତ୍ରାରେ କମ୍ପିଲା କୋଦଳା ଏନ୍ଏସି…

ବେଗୁନିଆପଡ଼ା, (ଏଫ୍ଟୁଏସ୍/ ବାପୁନି କୁମାର ମାଲୁ) : ୭୮ ତମ ସ୍ବାଧିନତା ଦିବସ ପାଳନ ଅବ୍ୟହିତ ପୂର୍ବରୁ କୋଦଳା ଏନ୍ଏସିରେ ହର୍ ଘର ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି । ଏନ୍ଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକଙ୍କ ନେତୃତ୍ୱରେ ଉପାଧ୍ୟକ୍ଷା ରଞ୍ଜିତା ସେଠୀ, ବିଜେପି କୋଦଳା ମଣ୍ଡଳ ସଭାପତି ଭଗବାନ ସ୍ବାଇଁଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ରହି ତ୍ରିରଙ୍ଗା ଶୋଭାଯାତ୍ରାକୁ ଉତ୍ସାହିତ କରିଥିଲେ । ଏହି ତ୍ରିରଙ୍ଗା ଶୋଭାଯାତ୍ରା ସହର ପରିକ୍ରମା କରିଥିବା ବେଳେ ଏଥିରେ ଛାତ୍ରଛାତ୍ରୀଙ୍କ […]

ଓଡିଶା

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ…

ଜଗତସିଂହପୁର, (ଏଫ୍ଟୁଏସ୍/ ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ କଲେଜ ନିକଟ ଇଣ୍ଡୋର ଷ୍ଟାଡିୟମଠାରୁ ଏକ ବିରାଟ ତ୍ରିରଙ୍ଗା ଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଁଚିଥିଲା । ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ ଏହି ତ୍ରିରଙ୍ଗା ଶୋଭାଯାତ୍ରାକୁ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଜେ ସୋନାଲ, ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ, ଉପ ଜିଲ୍ଲାପାଳ […]

ଓଡିଶା

ଘରେ ଘରେ ତ୍ରିରଙ୍ଗା ଅଭିଯାନ, ବନ୍ଦେ ମାତରାମ୍ ସ୍ଲୋଗାନରେ ସହର ପ୍ରକମ୍ପିତ…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ପାରଳା ରାଜନହର ଛକଠାରୁ ଆରମ୍ଭ ହୋଇଥିଲା । ଏଥିରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀମାନେ ତ୍ରିରଙ୍ଗା ପତାକା ଧରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ଏହି ଅବସରରେ ବନ୍ଦେ ମାତରାମ୍ ସ୍ଲୋଗାନରେ ସହର ପ୍ରକମ୍ପିତ ହୋଇ ଉଠିଥିଲା । ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର […]

ଓଡିଶା

ଘରେ ଘରେ ତ୍ରିରଙ୍ଗା ବାଣ୍ଟିବେ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟ…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ସ୍ୱାଧୀନତାର ୭୮ତମ ପାଳନ ଉପଲକ୍ଷେ ଆଜାଦି କା ଅମ୍ରିତ ମହୋତ୍ସବ ପାଳନ ଅବସରରେ ଅଗଷ୍ଟ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ହର ଘର ତ୍ରିରଙ୍ଗା ଅଭିଯାନରେ ପ୍ରତ୍ୟେକ ଘରେ ଘରେ ତ୍ରିରଙ୍ଗା ଉଡାଇବା ପାଇଁ କେନ୍ଦ୍ର ସରକାର  ଆହ୍ୱାନ ଦେଇଛନ୍ତି । ଏହି ପରିପେକ୍ଷୀରେ ରାଜ୍ୟ ସରକାରଙ୍କ ଆଦେଶକ୍ରମେ ମିଶନ ଶକ୍ତି ସଂଘର କର୍ମକର୍ତ୍ତାଙ୍କ ମାଧ୍ୟମରେ ଜିଲ୍ଲାର ପ୍ରତ୍ୟେକ ପରିବାରକୁ ମାଗଣାରେ ଜାତୀୟ ପତାକା ବଣ୍ଟନ କରାଯିବ । […]

ଓଡିଶା

ଘରେ ଘରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ…

ଜଗତସିଂହପୁର : ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଜଗତସିଂହପୁର ଜିଲ୍ଲା ବିଜେପି ପକ୍ଷରୁ ଘରେ ଘରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବିଜେପି ଜିଲ୍ଲା ସଭାପତି ସତ୍ୟବ୍ରତ ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଏକତ୍ରିତ ହୋଇ ଗାନ୍ଧୀ ଛକ ନିକଟରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ସ୍ବାଧୀନତାର ଗୌରବମୟ ଇତିହାସର ସ୍ମୃତିକୁ ମନେ ରଖିବା ପାଇଁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବିଜେପି ପକ୍ଷରୁ କୁହାଯାଇଛି । […]